ରାଜ୍ୟରେ ଆଉ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ

June 28, 2020, ଦେଶଦୁନିଆ, , BHAGYAPRABHA NEWS
ରାଜ୍ୟରେ ଆଉ ୧୩୭ କରୋନା ଆକ୍ରାନ୍ତ ସୁସ୍ଥ
BHAGYAPRABHA NEWS
[ INPUT ]
Bhagyaprabha News Bureau
June 28, 2020

ରାଜ୍ୟରେ ରବିବାର ଆଉ ୧୩୭ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୪୭୪୩ରେ ପହଁଚିଛି ।ରବିବାର ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୩୩ଜଣ ଥିବା ବେଳେ ଖୋର୍ଧାରୁ ୨୯, କଟକରୁ ୨୨, ବାଲେଶ୍ୱରରୁ ୧୩, ଯାଜପୁରରୁ ୯, କଳାହାଣ୍ଡିରୁ ୬ , ଭଦ୍ରକରୁ ୪, ମୟୂରଭଞ୍ଜ, ନୟାଗଡ ଓ ପୁରୀରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ବୈଧ, ବରଗଡ, ଝାରସୁଗୁଡା ଓ କେନ୍ଦ୍ରାପଡାରୁ ୨ ଜଣ ଲେଖାଏଁ ଏବଂ ଅନୁଗୋଳ, ବଲାଙ୍ଗୀର, ଜଗତସିଂପୁର ଓ ନୂଆପଡାରୁ ଜଣେ ଲେଖାଏଁ ଆରୋଗ୍ୟ ଲାଭ କରିଛନ୍ତି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଭୁବନେଶ୍ୱରରୁ ଆଜି ପୁଣି ୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରରୁ ଆଜି ପୁଣି ୬ କରୋନା ଆକ୍ରାନ୍ତ ଚିହ୍ନଟ

Read More...

ବ୍ରହ୍ମପୁର ସହରର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

ବ୍ରହ୍ମପୁର ସହରର ୬ଟି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: