ରାଜ୍ୟରେ ଆଉ ୨୧୭ କରୋନା ଆକ୍ରାନ୍ତ ସୁସ୍ଥ

July 07, 2020, ଓଡ଼ିଶା, , BHAGYAPRABHA NEWS
ରାଜ୍ୟରେ ଆଉ ୨୧୭ କରୋନା ଆକ୍ରାନ୍ତ ସୁସ୍ଥ
BHAGYAPRABHA NEWS
[ INPUT ]
Bhagyaprabha News Bureau
July 07, 2020

ଆଜି ପୁଣି ରାଜ୍ୟରେ ୨୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ କରୋନା ସଂକ୍ରମିତଙ୍କ ଆରୋଗ୍ୟ ସଂଖ୍ୟା ୬୭୦୩କୁ ବୃଦ୍ଧି ପାଇଛି ।ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଂଜାମର ସର୍ବାଧିକ ୯୬ ଜଣ ଅଛନ୍ତି । ସେହିପରି ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୁରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ ୭, ଯାଜପୁରରୁ ୬, ଅନୁଗୁଳରୁ ୫, କଟକରୁ ୫, ଢ଼େଙ୍କାନାଳରୁ ୪, ପୁରୀରୁ ୪, ଜଗତସିଂହପୁରରୁ ୩, କେନ୍ଦରାପଡ଼ାରୁ ୨, ସୋନପୁରରୁ ୨, ବଲାଙ୍ଗୀରରୁ ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କୋଟିନଡା ପଞ୍ଚାୟତର ଜକରାପଲ୍ଲୀ ଗ୍ରାମ ସଟଡାଉନ ଘୋଷିତ

କୋଟିନଡା ପଞ୍ଚାୟତର ଜକରାପଲ୍ଲୀ ଗ୍ରାମ ସଟଡାଉନ ଘୋଷିତ

Read More...

ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି 'ଦ କପିଳ ଶର୍ମା ଶୋ' ର ସୁଟିଂ

ଖୁବ୍ ଶୀଘ୍ର ଆରମ୍ଭ ହେବାକୁ ଯାଉଛି 'ଦ କପିଳ ଶର୍ମା ଶୋ' ର ସୁଟିଂ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: