ଯୈାତୁକ ଲୋଭରେ ବୋହୁ କୁ ହତ୍ୟା

March 06, 2019, ଖେଳ, , Bhagyaprabha News Bureau
 ଯୈାତୁକ ଲୋଭରେ ବୋହୁ କୁ ହତ୍ୟା
Bhagyaprabha News Bureau
March 06, 2019

ଭୂବନେଶ୍ୱର କେଶୁରାସ୍ଥିତ ଆଶୁତୋଷ ନଗରରେ ଯୈାତୁକ ଲୋଭରେ ବୋହୂକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଶଶୁର ଘର ଲୋକ ରଶି ଲଗାଇ ବୋହୂ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛନ୍ତି କିନ୍ତୁ ଝିଅର ବାପା ଘର ଯୈାତୁକ ଲୋଭରେ ଶ୍ୱଶୁର ଘର ଲୋକ ହତ୍ୟା କରିଥିବା ଥାନାରେ ଅଭିଯୋଗ ହୋଇଛି ।ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଶବ ବ୍ୟବଛେଦ ପରେ ପ୍ରକୃତ କାରଣ ଜଣା ପଡିବ ବୋଲି ପୋଲିସ କହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କେନ୍ଦ୍ରପଡାରେ ଏନକାଉଣ୍ଟର ଦୁର୍ଦ୍ଦାନ୍ତ ଅପରାଧୀ ବିଜୟ ଜଖମ

କେନ୍ଦ୍ରପଡାରେ ଏନକାଉଣ୍ଟର ଦୁର୍ଦ୍ଦାନ୍ତ ଅପରାଧୀ ବିଜୟ ଜଖମ

Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗୀର ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଲାଙ୍ଗୀର ଗସ୍ତ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: