ପରଲୋକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀ ରାଓ ପାଟିଲ

August 05, 2020, ଦେଶଦୁନିଆ, , BHAGYAPRABHA NEWS
ପରଲୋକରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀ ରାଓ ପାଟିଲ
BHAGYAPRABHA NEWS
[ INPUT ]
Bhagyaprabha News Bureau
August 05, 2020

ବରିଷ୍ଠ କଂଗ୍ରେସ ନେତା ତଥା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବାଜୀ ରାଓ ପାଟିଲଙ୍କ ଦେହାନ୍ତ । ୮୯ ବର୍ଷ ବୟସରେ ପୁଣେରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସେ କିଛି ଦିନ ହେବ ଅସୁସ୍ଥ ଥିଲେ । ପୁଣେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।ଗତ ମାସରେ କରୋନା ସଂକ୍ରମିତ ହୋଇଥିଲେ ଶିବାଜୀ ରାଓ ପାଟିଲ୍ । ପରେ ସେ ସୁସ୍ଥ ହୋଇଥିଲେ ଓ କୋଭିଡ୍ ରିପୋର୍ଟ ନେଗେଟିଭ ଆସିଥିଲା । ମରାଠାଓ୍ୱାଡା ଅନ୍ତର୍ଗତ ଲାଠୁରର ପ୍ରତିନିଧିତ୍ୱ କରୁଥିଲେ ଶିବାଜୀ ରାଓ ପାଟିଲ । ୧୯୮୫ ମସିହା ଜୁନ ମାସରୁ ୧୯୮୬ ମାର୍ଚ୍ଚ ଯାଏଁ ସେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ବଙ୍ଗୋପସାଗରେ ଲଘୁଚାପ , ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ବଙ୍ଗୋପସାଗରେ ଲଘୁଚାପ , ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Read More...

୧୬ ତାରିଖରୁ ଖୋଲିବ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର

୧୬ ତାରିଖରୁ ଖୋଲିବ ମାତା ବୈଷ୍ଣୋ ଦେବୀଙ୍କ ମନ୍ଦିର

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: