ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତା ରେ ଦିଲ୍ଲୀ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ

March 09, 2019, ରାଜନୀତି, , Bhagyaprabha News Bureau
ନିର୍ବାଚନ କମିଶନଙ୍କ ଅଧ୍ୟକ୍ଷତା ରେ ଦିଲ୍ଲୀ ରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ
Bhagyaprabha News Bureau
March 09, 2019

ଆଗାମୀ ଲୋକସଭା ନିର୍ବାଚନର ତାରିଖକୁ ନେଇ ଆଜି ନିର୍ବାଚନ ଆୟୋଗଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଆଜି ଦିନ ୧୨ଟାରେ ଏହି ବୈଠକ ଅନୁଷ୍ଠିତ ହେବାର ସମ୍ଭାବନା ରହିଛି । ଏହି ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋଡାଙ୍କ ସମେତ ଅନ୍ୟ ନିର୍ବାଚନ ଆୟୁକ୍ତ ମଧ୍ୟ ଉପସ୍ଥିତ ରହିବେ । ପୂର୍ବରୁ ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଥିବା ଏବଂ କୌଣସୀ ସମୟରେ ତାରିଖ ଘୋଷଣା ହୋଇପାରେ ବୋଲି ନିର୍ବାଚନ ଆୟୋଗ କହିଥିଲେ ।


ଲୋକସଭା ନିର୍ବାଚନ ସହ କେତେକ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାନେଇ ମଧ୍ୟ ସମ୍ଭାବନା ରହିଛି । ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ଆସନ୍ତା ସପ୍ତାହରେ ମତଦାନ ପାଇଁ ପର୍ଯ୍ୟବେକ୍ଷକଙ୍କ ବୈଠକ ଅନୁଷ୍ଠିତ ହେବ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସହିଦ ନଗର ଥାନା ଆକ୍ରମଣ ଘଟଣା ରେ  ମୁଖ୍ୟ ଅଭିଯୁକ୍ତ ଗିରଫ

ସହିଦ ନଗର ଥାନା ଆକ୍ରମଣ ଘଟଣା ରେ ମୁଖ୍ୟ ଅଭିଯୁକ୍ତ ଗିରଫ

Read More...

ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ବିଧାୟକ ଯୋଗେଶ ସିଂହ

ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତିଲେ ପୂର୍ବତନ ବିଧାୟକ ଯୋଗେଶ ସିଂହ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: