ଗଣେଶ ଚତୁର୍ଥୀ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 22, 2020, ଦେଶଦୁନିଆ, , BHAGYAPRABHA NEWS
ଗଣେଶ ଚତୁର୍ଥୀ ଅବସରରେ ଦେଶବାସୀଙ୍କୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
BHAGYAPRABHA NEWS
[ INPUT ]
Bhagyaprabha News Bureau
August 22, 2020

ଭାଦ୍ରବ ମାସ ଶୁକ୍ଲପକ୍ଷ ଚତୁର୍ଥୀ ତିଥିକୁ 'ଗଣେଶ ଚତୁର୍ଥୀ' ରୂପେ ପାଳନ କରାଯାଇଥାଏ । ହେଲେ ଚଳିତ ଥର କରୋନା କଟକଣା ଯୋଗୁଁ ଗଣେଶ ପୂଜା ନିରାଡମ୍ବର ଭାବେ ପାଳନ କରାଯାଉଛି ।


1598076803.PNG


ଏହି ଅବସରରେ ଆଜି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।


1598076796.PNG


ଏହି ଅବସରରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଟ୍ୱିଟର ହ୍ୟାଣ୍ଡେଲରେ ଏକ ପୋଷ୍ଟ କରିଛନ୍ତି। ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହିତ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ମଧ୍ୟ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି।





Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
କର୍ମକ୍ଷେତ୍ର କୁ ଫେରିଲେ କରୋନା ଯୋଦ୍ଧା

କର୍ମକ୍ଷେତ୍ର କୁ ଫେରିଲେ କରୋନା ଯୋଦ୍ଧା

Read More...

ଗଣେଷ ପୂଜା ଉପଲକ୍ଷେ ବାଲୁକା କଳା ମାଧ୍ୟମରେ କରୋନାରୁ ମୁକ୍ତି ପାଇଁ ପ୍ରାର୍ଥନା

ଗଣେଷ ପୂଜା ଉପଲକ୍ଷେ ବାଲୁକା କଳା ମାଧ୍ୟମରେ କରୋନାରୁ ମୁକ୍ତି ପାଇଁ ପ୍ରାର୍ଥନା

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: