OJEE ଅନ୍‌ଲାଇନ୍ ଆବେଦନର ଆଜି ଶେଷ ତାରିଖ

September 23, 2020, ଶିକ୍ଷା, , BHAGYAPRABHA NEWS
OJEE ଅନ୍‌ଲାଇନ୍ ଆବେଦନର ଆଜି ଶେଷ ତାରିଖ
BHAGYAPRABHA NEWS
[ INPUT ]
Bhagyaprabha News Bureau
September 23, 2020

ଚଳିତ ବର୍ଷ ଓଜେଇଇ ଅନ୍‌ଲାଇନ୍ ଆବେଦନର ଆଜି ଶେଷ ତାରିଖ । ଏଥିପାଇଁ ଆଜି ରାତି ୧୨ଟା ପର୍ଯ୍ୟନ୍ତ ଡେଡ୍‌ଲାଇନ୍ ରଖାଯାଇଛି । ଏହି ସମୟ ମଧ୍ୟରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ । ସେହିପରି ଆସନ୍ତାକାଲି ଦିନ ୧୧ଟା ସୁଦ୍ଧା ଅନ୍‌ଲାଇନ୍ ଫି' ଜମା ପାଇଁ ଡେଡଲାଇନ୍ ରହିଛି ।www.ojee.nic.inwww.ojee.nic.inରେଆବେଦନ କରିପାରିବେ ଛାତ୍ରଛାତ୍ରୀ । ଅକ୍ଟୋବର ୧୨ରୁ ଆରମ୍ଭ ହୋଇ ଅକ୍ଟୋବର ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ ପରୀକ୍ଷା । ମୋଟ ୫୩ଟି ସେଂଟରେ ଏହି ପରୀକ୍ଷା ହେବ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଚେନ୍ନାଇକୁ ୧୬ ରନରେ ହରାଇଲା ରାଜସ୍ଥାନ

ଚେନ୍ନାଇକୁ ୧୬ ରନରେ ହରାଇଲା ରାଜସ୍ଥାନ

Read More...

ଭିଓ୍ବାଣ୍ଡିରେ କୋଠା ଭୁଶୁଡ଼ିବା ଘଟଣା: ମୃତକଙ୍କ ସଂଖ୍ୟା ୨୦କୁ ବୃଦ୍ଧି

ଭିଓ୍ବାଣ୍ଡିରେ କୋଠା ଭୁଶୁଡ଼ିବା ଘଟଣା: ମୃତକଙ୍କ ସଂଖ୍ୟା ୨୦କୁ ବୃଦ୍ଧି

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: