ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା : ପାଣିପାଗ ବିଭାଗ

March 14, 2019, ଓଡ଼ିଶା, , Bhagyaprabha News Bureau
 ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା : ପାଣିପାଗ ବିଭାଗ
Bhagyaprabha News Bureau
March 14, 2019

ଏଣିକି ତାତିରୁ ମିଳିବ ଆଶ୍ବସ୍ତି । ବଦଳିବ ପାଗ । ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ତେଣୁ ଦିନର ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବ। ଉପକୂଳ ଓଡ଼ିଶାରେ କୋହଲା ପାଗ ଲାଗି ରହିବ । ଭୁବନେଶ୍ବର ସମେତ ଅନ୍ୟ ସହରଗୁଡ଼ିକରେ ବି ତାପମାତ୍ରା ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ଆସାମ ଉପରେ ଯାଇଥିବା ସାଇକ୍ଲୋନିକ୍ ସର୍କୁଲେସନ ସୃଷ୍ଟି ହୋଇଛି । ଯାହାକି ପଶ୍ଚିମ ଝାଡଖଣ୍ଡ ପର୍ଯ୍ୟନ୍ତ ଯାଇଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ଆସନ୍ତା ୨୪ ଘଣ୍ଟା ପାଗ ମେଘୁଆ ରହିବ । ଏହାସହ ଆଜି ଓ ଆସନ୍ତାକାଲି ଉତ୍ତର ଓଡିଶାରେ ବର୍ଷା ସମ୍ଭାବନା ରହିଛି । ୧୬ରେ ରାଜ୍ୟବ୍ୟାପୀ ବର୍ଷା ସମ୍ଭାବନା ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସାମାଜିକ ଗଣମାଧ୍ୟମ ବ୍ୟବହାରକାରୀଙ୍କ ମଧ୍ୟରେ ଅସନ୍ତୋଷ

ସାମାଜିକ ଗଣମାଧ୍ୟମ ବ୍ୟବହାରକାରୀଙ୍କ ମଧ୍ୟରେ ଅସନ୍ତୋଷ

Read More...

ସିମୁଳିଆ ରାଜନୀତିରେ ନୂଆ ମୋଡ : ପୁଣି ଥରେ ବିଜେଡିକୁ ଫେରିଛନ୍ତି ଶଶୀ କୁମାର ସାହୁ

ସିମୁଳିଆ ରାଜନୀତିରେ ନୂଆ ମୋଡ : ପୁଣି ଥରେ ବିଜେଡିକୁ ଫେରିଛନ୍ତି ଶଶୀ କୁମାର ସାହୁ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: