୧୭ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ

October 14, 2020, ଓଡ଼ିଶା, , BHAGYAPRABHA NEWS
୧୭ ଜିଲ୍ଲାକୁ ବର୍ଷା, ବଜ୍ରପାତ ଆଲର୍ଟ
BHAGYAPRABHA NEWS
[ INPUT ]
Bhagyaprabha News Bureau
October 14, 2020

ଆଜି ପୂର୍ବାହ୍ନ ୧୧ଟା ଯାଏଁ ୧୭ ଜିଲ୍ଲାକୁ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଦେଲା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଏହି ଜିଲ୍ଲାଗୁଡ଼ିକ ହେଉଛି କନ୍ଧମାଳ, ବୌଦ୍ଧ, ଜଗତସିଂହପୁର, କଟକ ସହର ସମେତ କଟକ ଜିଲ୍ଲା,ଭୁବନେଶ୍ୱର ସହର ସମେତ ଖୋର୍ଦ୍ଧା ଜିଲ୍ଲା। ଏହାବ୍ୟତୀତ ରାୟଗଡ଼ା , ଯାଜପୁର, ସୁବର୍ଣ୍ଣପୁର ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲା, ମୟୂରଭଞ୍ଜ, ଭଦ୍ରକ, ଅନୁଗୁଳ, ସମ୍ବଲପୁର, ନୟାଗଡ଼, ଗଞ୍ଜାମ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି।ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କଟକ ଓ ଭୁବନେଶ୍ୱରରେ ଆଜି ସକାଳୁ ତୁହାକୁ ତୁହା ବର୍ଷା ଲାଗି ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଆଜି ରାଜସ୍ଥାନ ରୟାଲ୍ସକୁ ଟକ୍କର ଦେବ ଦିଲ୍ଲୀ କ୍ୟାପିଟାଲ୍ସ

ଆଜି ରାଜସ୍ଥାନ ରୟାଲ୍ସକୁ ଟକ୍କର ଦେବ ଦିଲ୍ଲୀ କ୍ୟାପିଟାଲ୍ସ

Read More...

ଲଗାଣ ବର୍ଷାରେ ଘରକାନ୍ଥ ଭୂଷିଡିଲା : ଅଳ୍ପକେ ବର୍ତ୍ତିଲେ ଦମ୍ପତ୍ତି

ଲଗାଣ ବର୍ଷାରେ ଘରକାନ୍ଥ ଭୂଷିଡିଲା : ଅଳ୍ପକେ ବର୍ତ୍ତିଲେ ଦମ୍ପତ୍ତି

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: