ଆଇପିଏଲ ୨୦୨୦ : ଆଜି ସନରାଇଜର୍ସ ହାଇଦ୍ରବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ

October 27, 2020, ଖେଳ, , BHAGYAPRABHA NEWS
ଆଇପିଏଲ ୨୦୨୦ : ଆଜି ସନରାଇଜର୍ସ ହାଇଦ୍ରବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ମୁହାଁମୁହିଁ
BHAGYAPRABHA NEWS
[ INPUT ]
Bhagyaprabha News Bureau
October 27, 2020

ଆଜି ଆଇପିଏଲରେ ମୁହାଁମୁହିଁ ହେବାକୁ ଯାଉଛନ୍ତି ସନରାଇଜର୍ସ ହାଇଦ୍ରବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ। ସନ୍ଧ୍ୟା ସାଢ଼େ ୭ଟାରେ ଏହି ମ୍ୟାଚ୍ ଦୁବାଇରେ ଖେଳାଯିବ। ହାଇଦ୍ରାବାଦ ପାଇଁ ଏହି ମ୍ୟାଚ୍ ବେଶ ଗୁରୁତ୍ୱପୂର୍ଣ୍ଣ ହୋଇଯାଇଛି। ଦଳ ଏଯାବତ ମୋଟ ୧୧ଟି ମ୍ୟାଚ୍ ଖେଳିଥିବାବେଳେ ସେଥିମଧ୍ୟରୁ ମାତ୍ର ୪ଟିରେ ଜିତିପାରିଛି। ତେଣୁ ଏହି ମ୍ୟାଚ୍ ପ୍ଲେ-ଅପ୍ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ। ଅନ୍ୟପଟେ ଏହି ମ୍ୟାଚକୁ ଜିତି ଦିଲ୍ଲୀ ନିଜର ନମ୍ବର ୱାନ୍ ସ୍ଥାନକୁ ଫେରିବାକୁ ଲକ୍ଷ୍ୟ ରଖିବ।ଆଇପିଏଲ ଲିଗ୍ ପର୍ଯ୍ୟାୟ ଶେଷ ହେବାକୁ ଆଉ ମାତ୍ର କିଛି ମ୍ୟାଚ୍ ବାକି ଅଛି। ଏବେ ପ୍ଲେ-ଅଫ୍ ପାଇଁ ଟକ୍କର ଜୋରଦାର ଦେଖିବାକୁ ମିଳୁଛି।ତେଣୁ ଆଗାମୀ ସମସ୍ତ ମ୍ୟାଚ୍ ଆକର୍ଷଣୀୟ ହେବ ବୋଲି କୁହାଯାଉଛି।


ଦିଲ୍ଲୀ କ୍ୟାପିଟାଲ୍ସ


ଶ୍ରେୟାସ୍ ଆୟାର(ଅଧିନାୟକ), ଆଜିଙ୍କ୍ୟ ରାହାଣେ, ଅବେଶ୍ ଖାନ୍, ଅକ୍ଷର ପଟେଲ୍, ହର୍ଷଲ୍ ପଟେଲ୍, ଈଶାନ୍ତ ଶର୍ମା, କାଗିସୋ ରବାଡା, କିମୋ ପଲ୍, ପୃଥୀ ସ୍ୱ, ରିଷବ ପନ୍ତ, ସନ୍ଦୀପ ଲାମିଚାନେ, ଶିଖର ଧାଓ୍ଵନ୍, ଯଶନ୍ ରୟ, ଆଲେକ୍ସ କ୍ୟାରି, ସିସ୍ରୋନ୍ ହେଟମିର, ମୋହିତ ଶର୍ମା, ତୁଷାର ଦେଶପାଣ୍ଡେ, ମାର୍କସ୍ ଷ୍ଟୋନିସ୍, ଲଲିତ ଯାଦବ, ଅନରିଚ୍ ନର୍ଟଯେ।


ସନରାଇଜର୍ସ ହାଇଦ୍ରାବାଦ୍


ଡେଭିଡ ଓ୍ଵାର୍ଣ୍ଣର(ଅଧିନାୟକ), ରସିଦ୍ ଖାନ୍, ସଞ୍ଜୟ ଯାଦବ, ବର୍ଦ୍ଧମାନ ଶାହା, ଖଲିଲ୍ ଅହମ୍ମଦ, ସନ୍ଦୀପ ଶର୍ମା, ଅବ୍ଦୁନ ସାମଦ୍, ମାଇକେଲ୍ ମର୍ସ, ଶ୍ରୀଭଟ୍ସ ଗେସ୍ଵାମୀ, ମହମ୍ମଦ ନବି, ଫଆବିଆନ୍ ଆଲେନ୍, ଅଭିଶେକ୍ ଶର୍ମା, ବସିଲ ଥାମ୍ପି, ବିଲ୍ଲି ଷ୍ଟାନଲେକ୍, ସନ୍ଦୀପ ବାଭାନ୍କା, ଭୁବନେଶ୍ଵର କୁମାର, ବିରାଟ ସିଂହ, ନଟରାଜନ୍, କେନ୍ ଓ୍ଵିଲିୟମ୍, ସାହାବାଜ୍ ନାଦିମ୍, ଜନି ବାଇରଷ୍ଟୋ, ମନିଷ୍ ପାଣ୍ଡେ, ବିଜୟ ଶଙ୍କର, ସିଦ୍ଧାର୍ଥ କୌଲ୍, ପ୍ରିୟମ୍ ଗର୍ଗ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ରାସ୍ତାକଡ଼ର ବ୍ୟବସାୟୀଙ୍କୁ ଆଜି ଉପହାର ଦେବେ ପ୍ରଧାନମନ୍ତ୍ରୀ ମୋଦୀ

ରାସ୍ତାକଡ଼ର ବ୍ୟବସାୟୀଙ୍କୁ ଆଜି ଉପହାର ଦେବେ ପ୍ରଧାନମନ୍ତ୍ରୀ ମୋଦୀ

Read More...

ଆନ୍ଧ୍ର-ଓଡ଼ିଶା ସୀମାରେ ପୁଲିସ-ନକ୍ସଲ ଗୁଳି ବିନିମୟ

ଆନ୍ଧ୍ର-ଓଡ଼ିଶା ସୀମାରେ ପୁଲିସ-ନକ୍ସଲ ଗୁଳି ବିନିମୟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: