ଜମ୍ମୁ କଶ୍ମୀର: ପାମ୍ପୋରରେ ଜଣେ ଆତଙ୍କବାଦୀ ନିହତ

November 06, 2020, ଦେଶଦୁନିଆ, , BHAGYAPRABHA NEWS
ଜମ୍ମୁ କଶ୍ମୀର: ପାମ୍ପୋରରେ ଜଣେ ଆତଙ୍କବାଦୀ ନିହତ
BHAGYAPRABHA NEWS
[ INPUT ]
Bhagyaprabha News Bureau
November 06, 2020

ଜମ୍ମୁ କଶ୍ମୀର ପୋମ୍ପୋରରେ ସୁରକ୍ଷା ବାହିନୀର ଯବାନ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଜରେ ଆତଙ୍କବାଦୀ ନିହତ ହୋଇଥିବା କଶ୍ମୀର ଜୋନ ପୋଲିସ ଗଣମାଧ୍ୟମକୁ ସୂଚନା ଦେଇଛି । ମୃତ ଆତଙ୍କବାଦୀଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରୁ ବନ୍ଧୁକ ଓ ଗୁଳି ଜବତ ହୋଇଛି । ପାମ୍ପୋର ଅଂଚଳରେ ଥିବା ଲାଲପୋରାରେ ଗତକାଲି ଠାରୁ ଏନକାଉଣ୍ଟର ଆରମ୍ଭ ହୋଇଥିଲା । ଆତଙ୍କବାଦୀମାନେ ଏଠାରେ ଲୁଚି ରହିଥିବା ସୂଚନା ମିଳିବା ପରେ ସୁରକ୍ଷାବାହିନୀର ଯବାନମାନେ ଅତର୍କିତ ଭାବେ ଚଢ଼ାଉ କରିଥିଲେ । ତେବେ ସୁରକ୍ଷା ବାହିନୀର ଯବାନଙ୍କୁ ଦେଖି ଆତଙ୍କବାଦୀମାନେ ଭୟଭୀତ ହୋଇଯାଇଥିଲେ । ସେମାନେ ଗୁଳି ଚଳାଇବା ଆରମ୍ଭ କରିଦେଇଥିଲେ ।କିନ୍ତୁ ଯବାନଙ୍କ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିଲା ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ପ୍ରକାଶ ପାଇଲା OJEE ରେଜଲ୍ଟ

ପ୍ରକାଶ ପାଇଲା OJEE ରେଜଲ୍ଟ

Read More...

ଆଜି ଇପିଏଲର ପ୍ରଥମ ଏଲମିନେଟର ମ୍ୟାଚ୍, ଆରସିବି ଓ ସନରାଇଜର୍ସ ହାଇଦ୍ରାବାଦ୍ ମୁହାଁମୁହିଁ

ଆଜି ଇପିଏଲର ପ୍ରଥମ ଏଲମିନେଟର ମ୍ୟାଚ୍, ଆରସିବି ଓ ସନରାଇଜର୍ସ ହାଇଦ୍ରାବାଦ୍ ମୁହାଁମୁହିଁ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: