ସମର୍ଥକଙ୍କ ସହ ବିଜେଡିରେ ସାମିଲ ହେଲେ ମୀରା

March 17, 2019, ରାଜନୀତି, ଖୋର୍ଦ୍ଧା, Bhagyaprabha News Bureau
ସମର୍ଥକଙ୍କ ସହ ବିଜେଡିରେ ସାମିଲ ହେଲେ ମୀରା
Bhagyaprabha News Bureau
March 17, 2019

ବିଜେଡିରେ ସାମିଲ ହୋଇଛନ୍ତି ମିରା ପରିଡା । ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ନିଜ ସମର୍ଥକଙ୍କ ସହ ବିଜେଡିରେ ଯୋଗ ଦେଇଛନ୍ତି ମିରା ପରିଡା । ବେଗୁନିଆ ବିଧାନସଭା ଆସନରୁ ଲଢିବା ପାଇଁ ମିରା ପରିଡା ଟିକେଟ ଆଶାୟୀ ରହିଥିବା ଚର୍ଚ୍ଚା ହେଉଥିଲା । ଏପରିକି ମିରା ନିଜେ ମଧ୍ୟ ବିଜେଡି ଟିକେଟରୁ ଲଢିବାକୁ ଚାହୁଁଛନ୍ତି ବୋଲି ପୂର୍ବରୁ ଗଣମାଧ୍ୟମକୁ କହିଥିଲେ । ବେଗୁନିଆ ଆସନରୁ ପ୍ରଶାନ୍ତ ଜଗଦେବ ଟିକେଟ ରେସରେ ଆଗରେ ଥିବା ବେଳେ ନୂଆ ଚେହେରା ଭାବେ ଉଭା ହୋଇଛନ୍ତି ମିରା ପରିଡା ।ଯଦି ନବୀନ ନୂଆ ଚେହେରା ଉପରେ ଭରସା କରିବେ, ତେବେ ମିରାଙ୍କୁ ଟିକେଟ ଦେଇପାରନ୍ତି ବୋଲି ଚର୍ଚ୍ଚା ହେଉଛି । ତେଣୁ ବିଜେଡିରେ ସାମିଲ ହେବା ପରେ ନବୀନ ବେଗୁନିଆ ଆସନରେ କାହାକୁ ଟିକେଟ ଦେଉଛନ୍ତି ତାଉପରେ ସମସ୍ତଙ୍କ ନଜର ରହିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ସୁନ୍ଦରଗଡ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା କୁସୁମ ଟେଟେ ଦେଲେ ଇସ୍ତଫା

ସୁନ୍ଦରଗଡ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା କୁସୁମ ଟେଟେ ଦେଲେ ଇସ୍ତଫା

Read More...

ଲିଙ୍ଗରାଜ ମନ୍ଦିର ହୁଣ୍ଡିରୁ ଲୁଟ

ଲିଙ୍ଗରାଜ ମନ୍ଦିର ହୁଣ୍ଡିରୁ ଲୁଟ

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: