ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପେପର ବୋଝେଇ ଟ୍ରକ

February 21, 2021, ଅପରାଧ, ଗଞ୍ଜାମ, Kiran Behera
ତପ୍ତପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପେପର ବୋଝେଇ ଟ୍ରକ
Kiran Behera
[ Reporter,Digapahandi ]
Bhagyaprabha News Bureau
February 21, 2021

ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ତପ୍ତପାଣି ଘାଟି ବୁଲାଣି ରାସ୍ତାରେ ରବିବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ ଏକ ପେପର ବୋଝେଇ ଟ୍ରକ ଓଲଟି ପଡିଥିବା ବେଳେ ଏଥିରେ ଟ୍ରକ ଚାଳକ ସମେତ ହେଲପର ଗୁରୁତର ଆହତ ହୋଇଥିବା ଜଣାପଡିଛି । ଖବରନୁଯାୟୀ , ରବିବାର ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ( ଓଡି ୧୮ ଏ ୧୨୭୩) ନଂ ପେପର ବୋଝେଇ ଟ୍ରକଟି ରାୟଗଡ଼ାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ବେଳେ ଘାଟିର ଅଙ୍କାବଙ୍କା ରାସ୍ତାରେ ଚାଳକ ଜଣକ ଗାଡିରୁ ନିୟନ୍ତ୍ରଣ ହରାଇଥିଲେ । ଯାହାଫଳରେ ଗାଡିଟି ରାସ୍ତା ପାର୍ଶ୍ବରେ ଓଲଟି ପଡିଥିଲା । ଘଟଣାସ୍ଥଳରେ ପାଟପୁର ପୋଲିସ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି କରାଇବା ସହ ଘଟଣାର ତଦନ୍ତ ଚଳାଇଥିବା ଜଣାପଡ଼ିଛି ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଶ୍ରୀ ଗୁପ୍ତେଶ୍ୱର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସରେ ଯୋଗଦେଲେ ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି

ଶ୍ରୀ ଗୁପ୍ତେଶ୍ୱର କ୍ରିକେଟ ଟୁର୍ଣ୍ଣାମେଣ୍ଟର ଚତୁର୍ଥ ଦିବସରେ ଯୋଗଦେଲେ ବ୍ଲକ ଉପାଧ୍ୟକ୍ଷା ପ୍ରତିନିଧି

Read More...

ଡମ୍ପରକୁ ଧକ୍କା ଦେଲା ବାଇକ : ଜଣେ ମୃତ , ଅନ୍ୟଜଣେ ଗୁରୁତର

ଡମ୍ପରକୁ ଧକ୍କା ଦେଲା ବାଇକ : ଜଣେ ମୃତ , ଅନ୍ୟଜଣେ ଗୁରୁତର

Read More...


ଆମ ଆଣ୍ଡ୍ରଏଡ୍ ଆପ୍:

Android app Download Now

କ୍ଲାସିଫାଏଡ଼୍‌ସ



ବିଜ୍ଞାପନ







ଆପଣଙ୍କ ମତାମତ



ପ୍ରତିନିଧି ଲଗ୍ ଇନ୍ :





ଦର୍ଶକ ପରିସଂଖ୍ୟାନ :


www.hitwebcounter.com

ସଂପର୍କ କରନ୍ତୁ :

Facebook Page Twitter Page YouTube Page Instagram Page


ବିଜ୍ଞାପନ

ବିଜ୍ଞାପନ

ବିଜ୍ଞାପନ

ସମ୍ପାଦକଙ୍କୁ ପତ୍ର :
Type the above number: